ଲୂକ ଲିଖିତ ସୁସମାଚାର 1:25 - ପବିତ୍ର ବାଇବଲ25 “ଦେଖ, ଶେଷରେ ପରମେଶ୍ୱର ମୋତେ ସାହାଯ୍ୟ କରିଛନ୍ତି। ଲୋକମାନଙ୍କ ମଧ୍ୟରେ ମୋର ଲଜ୍ଜା ନିବାରଣ କରିବା ପାଇଁ ପ୍ରଭୁ ମୋ’ ପ୍ରତି ସଦୟ ହୋଇଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)25 ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି। Gade chapit laଓଡିଆ ବାଇବେଲ25 ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋ' ପ୍ରତି ଏପରି କରିଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)25 ସେ କହିଲେ, “ଅବଶେଷରେ ପ୍ରଭୁ ମୋତେ କୃପା କରିଛନ୍ତି। ସେ ମୋର ନିନ୍ଦା ଦୂର କରିଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି। Gade chapit la |