Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:28 - ପବିତ୍ର ବାଇବଲ

28 ସ୍ୱର୍ଗଦୂତ ସେହି କନ୍ୟା ପାଖକୁ ଆସି କହିଲେ, “ନମସ୍କାର। ପ୍ରଭୁ ତୁମ୍ଭକୁ ଅନୁଗ୍ରହ କରିଛନ୍ତି। ସେ ତୁମ୍ଭ ସହିତ ଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ।

Gade chapit la Kopi

ଓଡିଆ ବାଇବେଲ

28 ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ତୁମର ଶାନ୍ତି ହେଉ! ଈଶ୍ୱର ତୁମର ସହବର୍ତ୍ତୀ ଓ ତୁମକୁ ପ୍ରଚୁର ଆଶୀର୍ବାଦ କରିଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:28
17 Referans Kwoze  

ପୁଣି ସେ କହିଲେ, “ହେ ଦାନିୟେଲ, ପରମେଶ୍ୱର ତୁମ୍ଭକୁ ଅତ୍ୟଧିକ ପ୍ରେମ କରନ୍ତି, ତୁମ୍ଭେ ଭୟ କର ନାହିଁ। ତୁମ୍ଭର ଶାନ୍ତି ହେଉ ଓ ତୁମ୍ଭେ ସବଳ ହୁଅ।” ସେ ଏହା କହିଲା ପରେ ମୁଁ ସବଳ ହୋଇ କହିଲି, “ହେ ପ୍ରଭୁ କୁହନ୍ତୁ, କାରଣ ତୁମ୍ଭେ ମୋତେ ସବଳ କରିଅଛ।”


ସଦାପ୍ରଭୁଙ୍କର ଦୂତ ତାଙ୍କ ଆଗରେ ଦର୍ଶନ ଦେଲେ ଓ କହିଲେ, “ହେ ମହାବିକ୍ରମଶାଳୀ ଲୋକ ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”


ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ମରିୟମ! ଭୟ କର ନାହିଁ। କାରଣ ପରମେଶ୍ୱର ତୁମ୍ଭ ଉପରେ ପ୍ରସନ୍ନ ହୋଇଛନ୍ତି।


ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି।


ମୁଁ ତୁମ୍ଭ ସହିତ ଅଛି। କେହି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମୋର ଅନେକ ଲୋକ ଏ ନଗରରେ ଅଛନ୍ତି।”


ଏଲୀଶାବେଥ ବଡ଼ ପାଟିରେ କହିଲେ, “ତୁମ୍ଭେ ସମସ୍ତ ନାରୀମାନଙ୍କ ଅପେକ୍ଷା ଅଧିକ ଧନ୍ୟା। କାରଣ ଯେଉଁ ଶିଶୁକୁ ତୁମ୍ଭେ ଜନ୍ମ ଦେବାକୁ ଯାଉଅଛ, ପରମେଶ୍ୱର ତାହାକୁ ଧନ୍ୟ କରିଛନ୍ତି।


ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ସ୍ତ୍ରୀ ଯାୟେଲ ଧନ୍ୟ ହେବେ। ତମ୍ବୁ ନିବାସିନୀମାନଙ୍କ ମଧ୍ୟରେ ଧନ୍ୟ ହେବେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋର ମା କିଏ? ମୋର ଭାଇମାନେ କିଏ?”


କ’ଣ କହିବ ସେ ବିଷୟରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫେରି ଆସ। ତାଙ୍କୁ କୁହ, “ଆମ୍ଭର ପାପକୁ ନେଇଯାଅ। ଆମ୍ଭେ କରିଥିବା ଉତ୍ତମ କର୍ମକୁ ଗ୍ରହଣ କର। ଆମ୍ଭେ ଆମ୍ଭର ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରୁଛୁ।


“ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା।


ଏହା ପରେ ବୋୟାଜ ବୈ‌ଥ୍‌ଲେହମରୁ ନିଜର କ୍ଷେତକୁ ଆସିଲା। ଏବଂ ଶ୍ରମିକମାନଙ୍କୁ ଅଭ୍ୟର୍ଥନା କଲା, “ସଦାପ୍ରଭୁ ତୁମ୍ଭମାନଙ୍କର ସହିତ ଥାଆନ୍ତୁ।” ସେମାନେ ଉତ୍ତର ଦେଲେ, “ସଦାପ୍ରଭୁ ଆପଣଙ୍କୁ ମଧ୍ୟ ଆଶୀର୍ବାଦ କରନ୍ତୁ।”


ମରିୟମ ସ୍ୱର୍ଗଦୂତଙ୍କ କଥା ଶୁଣି ଉ‌ଦ୍‌ବିଗ୍ନ ହୋଇଗଲେ। ତାହାଙ୍କ ଅଭିବାଦନର ଅର୍ଥ କ’ଣ ହୋଇପାରେ, ସେହି କଥା ଭାବି ସେ ଚିନ୍ତାରେ ପଡ଼ିଗଲେ।


Swiv nou:

Piblisite


Piblisite