Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:31 - ପବିତ୍ର ବାଇବଲ

31 ଶୁଣ, ତୁମ୍ଭେ ଗର୍ଭବତୀ ହେବ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେବ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।

Gade chapit la Kopi

ଓଡିଆ ବାଇବେଲ

31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ତୁମେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:31
10 Referans Kwoze  

ମାତ୍ର ମୋର ପ୍ରଭୁ ପରମେଶ୍ୱର ଏକ ଚିହ୍ନ ଦେଖାଇବେ। ଦେଖ, ଏକ ଯୁବତୀ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତା'ର ନାମ ସେ ଇମ୍ମାନୁୟେଲ ଦେବ।


ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।” ‌‌‌‌‌‌‌‌


କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦେବା ପର୍ଯ୍ୟନ୍ତ ସେ ତାହାଙ୍କ ସହିତ ସହବାସ କରି ନ ଥିଲେ। ଆଉ ଯୋଷେଫ ପୁଅଟିର ନାମ ଯୀଶୁ ରଖିଲେ।


ଶିଶୁଟି ଆଠ ଦିନର ହେବାରୁ ତା'ର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭରେ ରହି ବଢ଼ିବା ପୂର୍ବରୁ ସ୍ୱର୍ଗଦୂତ ତାହାଙ୍କୁ ଏହି ନାମ ଦେଇଥିଲେ।


“ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)


କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ।


କିନ୍ତୁ ସ୍ୱର୍ଗଦୁତ ତାହାଙ୍କୁ କହିଲେ, “ଜିଖରିୟ! ଭୟ କର ନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ୱର ଶୁଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭେମାନେ ତାହାର ନାମ ଯୋହନ ରଖିବ।


ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହୁଅନ୍ତୁ। ତୁମ୍ଭର ମାତା ଆନନ୍ଦ କରୁ।


ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ କହିଛନ୍ତି। କିନ୍ତୁ ଖ୍ରୀଷ୍ଟ ମଧ୍ୟ ଦାଉଦଙ୍କ ପୁତ୍ର। ଏ ଉଭୟ କଥା କିପରି ସତ୍ୟ ହୋଇ ପାରିବ?”


Swiv nou:

Piblisite


Piblisite