ଲୂକ ଲିଖିତ ସୁସମାଚାର 1:39 - ପବିତ୍ର ବାଇବଲ39 ଠିକ୍ ତା'ପରେ ମରିୟମ ପ୍ରସ୍ତୁତ ହେଲେ ଓ ତରତର ହୋଇ ଯିହୂଦାର ପାହାଡ଼ିଆ ପ୍ରଦେଶସ୍ଥିତ ଗୋଟିଏ ନଗରକୁ ବାହାରି ପଡ଼ିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)39 ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୁଦା ପ୍ରଦେଶର ଗୋଟିଏ ନଗରକୁଶୀଘ୍ର ଗମନ କଲେ, Gade chapit laଓଡିଆ ବାଇବେଲ39 ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, Gade chapit laପବିତ୍ର ବାଇବଲ (CL) NT (BSI)39 କାଳ ମିଳମ୍ବ ନ କରି ମରିୟମ ପ୍ରସ୍ତୁତ ହେଲେ ଓ ଅତି ଶୀଘ୍ର ପାର୍ବତ୍ୟ ଯିହୂଦା ପ୍ରଦେଶର ଏକ ସହରକୁ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, Gade chapit la |