ଲୂକ ଲିଖିତ ସୁସମାଚାର 1:45 - ପବିତ୍ର ବାଇବଲ45 ତୁମ୍ଭେ ଧନ୍ୟା। କାରଣ ପ୍ରଭୁ ତୁମ୍ଭକୁ ଯାହା କହିଥିଲେ ତୁମ୍ଭେ ତାହା ବିଶ୍ୱାସ କରିଛ। ଏ କଥା ନିଶ୍ଚୟ ଘଟିବ ବୋଲି ତୁମ୍ଭେ ବିଶ୍ୱାସ କଲ। Gade chapit laପବିତ୍ର ବାଇବଲ (Re-edited) - (BSI)45 ଯେ ବିଶ୍ଵାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। Gade chapit laଓଡିଆ ବାଇବେଲ45 ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହି ସବୁ ସଫଳ ହେବ । Gade chapit laପବିତ୍ର ବାଇବଲ (CL) NT (BSI)45 “ତୁମେ ଧନ୍ୟା! ଈଶ୍ୱରଙ୍କ ବାର୍ତ୍ତା ସଫଳ ହେବ ବୋଲି ତୁମେ ବିଶ୍ୱାସ କରିପାରୁଛ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। Gade chapit la |
ଯିହୋଶାଫଟଙ୍କ ସୈନ୍ୟଦଳ ପ୍ରଭାତରେ ତକୋୟର ମରୁଭୂମି ମଧ୍ୟକୁ ଯୁଦ୍ଧ ପାଇଁ ଯାତ୍ରା କଲେ। ସେମାନେ ଯାତ୍ରାରମ୍ଭ କରିବା ସମୟରେ ଯିହୋଶାଫଟ୍ ଉଠି ଠିଆ ହେଲେ ଓ କହିଲେ, “ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ମୋ’ କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ, ତେବେ ତୁମ୍ଭେମାନେ ଦୃଢ଼ ରୂପେ ଠିଆ ହୋଇ ପାରିବ। ସଦାପ୍ରଭୁଙ୍କର ଭବିଷ୍ୟଦ୍ବକ୍ତାମାନଙ୍କଠାରେ ବିଶ୍ୱାସ ରଖ। ତୁମ୍ଭେମାନେ କୃତକାର୍ଯ୍ୟ ହେବ।”