ଲୂକ ଲିଖିତ ସୁସମାଚାର 1:47 - ପବିତ୍ର ବାଇବଲ47 ମୋର ହୃଦୟ ଆନନ୍ଦରେ ପରିପୂର୍ଣ୍ଣ। କାରଣ ପରମେଶ୍ୱର ମୋର ଉଦ୍ଧାର କର୍ତ୍ତା। Gade chapit laପବିତ୍ର ବାଇବଲ (Re-edited) - (BSI)47 ପୁଣି ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ଵରଙ୍କଠାରେ ଉଲ୍ଲସିତ ହୋଇଅଛି; Gade chapit laଓଡିଆ ବାଇବେଲ47 ପୁଣି, ମୋହର ଆତ୍ମା ମୋ' ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି; Gade chapit laପବିତ୍ର ବାଇବଲ (CL) NT (BSI)47 ମୋର ଅନ୍ତରାତ୍ମା ଉଲ୍ଲସିତ, କାରଣ ଈଶ୍ୱର ମୋର ତ୍ରାଣକର୍ତ୍ତା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି; Gade chapit la |