ଲୂକ ଲିଖିତ ସୁସମାଚାର 1:51 - ପବିତ୍ର ବାଇବଲ51 ସେ ତାହାଙ୍କର ବାହୁର ଶକ୍ତି ଦେଖାଇଛନ୍ତି। ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସେମାନଙ୍କର ସମସ୍ତ ଯୋଜନା ଧ୍ୱଂସ କରିଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି; Gade chapit laଓଡିଆ ବାଇବେଲ51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)51 ସେ ଆପଣା ବଳବାନ୍ ବାହୁ ପ୍ରସାରିତ କରି ଅହଂକାରୀମାନଙ୍କୁ ଛିନ୍ନଭିନ୍ନ କରିଛନ୍ତି: ସେମାନଙ୍କର କଳ୍ପନାସବୁ ବ୍ୟର୍ଥ ହୋଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଙ୍କାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି; Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।