ଲୂକ ଲିଖିତ ସୁସମାଚାର 1:63 - ପବିତ୍ର ବାଇବଲ63 ଏହା ଶୁଣି ଜିଖରିୟ ଲେଖିବା ପାଇଁ ସେମାନଙ୍କୁ ଏକ ଲେଖାଫଳକ ମାଗି ସେଥିରେ ଲେଖିଲେ, ତା'ର ନାମ “ଯୋହନ”। Gade chapit laପବିତ୍ର ବାଇବଲ (Re-edited) - (BSI)63 ତହିଁରେ ସେ ଗୋଟିଏ ଲିପିଫଳକ ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚମତ୍କୃତ ହେଲେ। Gade chapit laଓଡିଆ ବାଇବେଲ63 ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ । ଏଥିରେ ସମସ୍ତେ ଚକିତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)63 ଜିଖରିୟ ଗୋଟିଏ ଲିପି ଫଳକ ମଗାଇ ଲେଖିଲେ, “ତାହାର ନାମ ଯୋହନ।” ସେମାନେ ସମସ୍ତେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ। Gade chapit la |