Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:67 - ପବିତ୍ର ବାଇବଲ

67 ତା'ପରେ ଯୋହନଙ୍କ ପିତା ଜିଖରିୟ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ଉଠିଲେ। ସେ ଭବିଷ୍ୟ‌ଦ୍‌ବାଣୀ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

67 ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,

Gade chapit la Kopi

ଓଡିଆ ବାଇବେଲ

67 ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

67 ଯୋହନଙ୍କ ପିତା ଜିଖରିୟ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୋଇ ଈଶ୍ୱରଙ୍କ ବାର୍ତ୍ତା ଜଣାଇଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

67 ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 1:67
9 Referans Kwoze  

“ଏହା ପରେ ସବୁପ୍ରକାର ଲୋକଙ୍କ ଉପରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ୟାଗଣ ସଦାପ୍ରଭୁଙ୍କର ଭବିଷ୍ୟତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧ୍ୟରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ ଓ ତୁମ୍ଭର ଯୁବକଗଣ ଦର୍ଶନ ଲାଭ କରିବେ।


ମରିୟମଙ୍କ ଅଭିବାଦନ ଶୁଣିବା ମାତ୍ରେ ଏଲୀଶାବେଥଙ୍କ ଗର୍ଭସ୍ଥ ସନ୍ତାନ ନାଚି ଉଠିଲା। ଏଲୀଶାବେଥ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ଉଠିଲେ।


ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।


କୌଣସି ଭବିଷ୍ୟ‌‌ଦ୍‌‌‌‌ବାଣୀ, ମନୁଷ୍ୟର ନିଜର ଇଚ୍ଛାରୁ ଜାତ ହୋଇ ନାହିଁ। କିନ୍ତୁ ଲୋକମାନେ ପବିତ୍ରଆତ୍ମା ଦ୍ୱାରା ଗ୍ଭଳିତ ହୋଇ, ପରମେଶ୍ୱରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।


ମୋ’ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ, ଓ ତାଙ୍କର ବାକ୍ୟ ମୋ’ ଜିହ୍ୱାରେ ଥିଲା।


ତା'ପରେ ସଦାପ୍ରଭୁ ମେଘରୁ ଓହ୍ଲାଇ ମୋଶାଙ୍କୁ କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନବର୍ଗଙ୍କୁ ଦେଲେ। ଯେତେବେଳେ ସେମାନଙ୍କ ଉପରେ ଆତ୍ମା ଅବସ୍ଥାନ କଲା, ସେମାନେ ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ, ଏବଂ ସେମାନେ ଆଉ ବନ୍ଦ କଲେ ନାହିଁ।


ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।


କିନ୍ତୁ ଆମ୍ଭେମାନେ ସେମାନଙ୍କୁ ଆମ୍ଭ ମାତୃଭାଷାରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ!


ତେଣୁ ହନନିୟ ଯିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, “ଭାଇ ଶାଉଲ! ପ୍ରଭୁ ଯୀଶୁ ମୋତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦେଇଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖି ପାରିବ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇପାରିବ।”


Swiv nou:

Piblisite


Piblisite