ଲୂକ ଲିଖିତ ସୁସମାଚାର 1:75 - ପବିତ୍ର ବାଇବଲ75 ଆମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଆଗରେ ଧାର୍ମିକ ଓ ପବିତ୍ର ରହିବୁ। Gade chapit laପବିତ୍ର ବାଇବଲ (Re-edited) - (BSI)75 ସାଧୁତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି। Gade chapit laଓଡିଆ ବାଇବେଲ75 ସାଧୁତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)75 ଆମେ ଯେପରି ଯାବଜ୍ଜୀବନ ତାଙ୍କ ସମ୍ମୁଖରେ ପବିତ୍ର ଓ ଧାର୍ମିକ ହୋଇ ପାରିବୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT75 ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି। Gade chapit la |
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।