Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:24 - ପବିତ୍ର ବାଇବଲ

24 ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ୍ଭେମାନେ ଏବେ ଯାହା ଦେଖୁଛ, ତାହା ଦେଖିବା ପାଇଁ ଅନେକ ଭବିଷ୍ୟ‌ଦ୍‌ବକ୍ତା ଓ ରାଜା ଗ୍ଭହିଁଥିଲେ। କିନ୍ତୁ ସେମାନେ ଏସବୁ ଦେଖି ପାରି ନ ଥିଲେ। ତୁମ୍ଭେମାନେ ଏବେ ଯାହା ଶୁଣୁଛ, ତାହା ଶୁଣିବା ପାଇଁ ଅନେକ ଭବିଷ୍ୟ‌ଦ୍‌ବକ୍ତା ଓ ରାଜା ଗ୍ଭହିଁଥିଲେ। କିନ୍ତୁ ସେମାନେ ଏସବୁ ଶୁଣି ପାରି ନ ଥିଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହି ସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ୍ଭେମାନେ ଯାହା ଦେଖିଛ, ତାହା ଦେଖିବା ପାଇଁ ଅନେକ ଭାବବାଦୀ ଓ ରାଜାମାନେ ଇଚ୍ଛା କରି ଥିଲେ, କିନ୍ତୁ ସେମାନେ ଦେଖି ପାରିଲେ ନାହିଁ। ତୁମ୍ଭେମାନେ ଯାହା ଶୁଣୁଛ, ସେମାନେ ତାହା ଶୁଣିବାକୁ ଇଚ୍ଛା କରିଥିଲେ; କିନ୍ତୁ ଶୁଣି ପାରିଲେ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 10:24
7 Referans Kwoze  

ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି।


ମୋର ଆଗମନ ଦେଖି ପାରିବେ ବୋଲି ଆଶାକରି ତୁମ୍ଭ ପିତା ଅବ୍ରହାମ ବହୁତ ଖୁସୀ ହୋଇଥିଲେ। ସେ ସେହି ଦିନଟି ଦେଖିଲେ ଓ ଖୁସୀ ହେଲେ।”


ଏହି ସମସ୍ତ ଲୋକମାନେ ନିଜର ବିଶ୍ୱାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କେହିହେଲେ ପରମେଶ୍ୱରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ।


କିନ୍ତୁ ତୁମ୍ଭେ ଧନ୍ୟ, କାରଣ ତୁମ୍ଭେ ଯାହା ଆଖିରେ ଦେଖୁଛ, ତାହା ବୁଝୁଛ। ତୁମ୍ଭେ ଯାହା କାନରେ ଶୁଣୁଛ, ତାହା ବୁଝୁଛ।


ତା'ପରେ ଯୀଶୁ ଶିଷ୍ୟମାନଙ୍କ ଆଡ଼କୁ ମୁହଁ ବୁଲାଇଲେ। ଯୀଶୁଙ୍କ ସହିତ ସେଠାରେ କେବଳ ତାହାଙ୍କ ଶିଷ୍ୟମାନେ ରହିଥିଲେ। ଯୀଶୁ କହିଲେ, “ତୁମ୍ଭେମାନେ ଧନ୍ୟ, ଯେହେତୁ ତୁମ୍ଭେମାନେ ଏହିସବୁ ବିଷୟ ଦେଖିଲ।


ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବି?”


Swiv nou:

Piblisite


Piblisite