ଲୂକ ଲିଖିତ ସୁସମାଚାର 10:31 - ପବିତ୍ର ବାଇବଲ31 “ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସେହି ରାସ୍ତା ଦେଇ ଯାଉଥିଲେ। ସେହି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଗ୍ଭଲିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)31 ଘଟଣାକ୍ରମେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ। Gade chapit laଓଡିଆ ବାଇବେଲ31 ଘଟଣା ପରେପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ । Gade chapit laପବିତ୍ର ବାଇବଲ (CL) NT (BSI)31 ଘଟଣାକ୍ରମେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, କିନ୍ତୁ ଲୋକଟିକୁ ଦେଖି, ସେ ଅନ୍ୟ ପାଖ ଦେଇ ଚାଲିଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ। Gade chapit la |