Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:35 - ପବିତ୍ର ବାଇବଲ

35 ତା’ ପରଦିନ ଶମିରୋଣୀୟ ଲୋକ ଜଣକ ଦୁଇଟି ରୂପାମୁଦ୍ରା ବାହାର କଲେ। ସେ ତାହା ପାନ୍ଥଶାଳାର ଦାୟିତ୍ୱରେ ଥିବା ଲୋକଟିକୁ ଦେଇ କହିଲେ, ‘ଏହି ଆହତ ଲୋକଟିର ଯତ୍ନ ନେବ। ତା’ ପାଇଁ ଯଦି ଆଉ ଅଧିକ ଟଙ୍କା ଖର୍ଚ୍ଚ ହୁଏ, ମୁଁ ଫେରିଲା ବେଳେ ତୁମ୍ଭକୁ ସେତକ ପରିଶୋଧ କରିଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ତହିଁ ଆରଦିନ ସେ ଦୁଇଟି ଟଙ୍କା ବାହାର କରି ପାନ୍ଥଶାଳାର କର୍ତ୍ତାଙ୍କୁ ଦେଇ କହିଲେ, ଏହାର ସେବାଶୁଶ୍ରୂଷା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ବାହୁଡ଼ି ଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।

Gade chapit la Kopi

ଓଡିଆ ବାଇବେଲ

35 ତହିଁ ଆରଦିନ ସେ ଦୁଇଟି ଟଙ୍କା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ତା’ ପରଦିନ ସେ ଦୁଇଟି ରୌପ୍ୟ ମୁଦ୍ରା ପାନ୍ଥଶାଳାର ମାଲିକକୁ ଦେଇ କହିଲେ, “ତାଙ୍କର ଯତ୍ନ ନିଅ। ମୁଁ ଯେତେବେଳେ ଏହି ବାଟ ଦେଇ ଫେରିବି, ତୁମେ ତାଙ୍କ ପାଇଁ ଯାହା ଖର୍ଚ୍ଚ କରିଥିବ, ତୁମକୁ ଦେଇ ଦେବି’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତହିଁ ଆରଦିନ ସେ ଦୁଇଟି ରୌପ୍ୟ-ମୁଦ୍ରା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ‘ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।’”

Gade chapit la Kopi




ଲୂକ ଲିଖିତ ସୁସମାଚାର 10:35
7 Referans Kwoze  

ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ବରଂ ଭୋଜି ଦେବା ସମୟରେ ଗରିବ, ପଙ୍ଗୁ, ଛୋଟା ଓ ଅନ୍ଧମାନଙ୍କୁ ଡାକ।


ମୋତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ୟ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରଣାମ ଜଣାଉଛନ୍ତି। ଏରାଷ୍ଟ ନାମକ, ଏହି ନଗରର କୋଷାଧ୍ୟକ୍ଷ ଓ କ୍ୱାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।


ସେ ଶ୍ରମିକମାନଙ୍କୁ ସେଦିନ କାମ କରିବା ବାବଦରେ ଗୋଟିଏ ଗୋଟିଏ ରୌପ୍ୟ ମୁଦ୍ରା ଦେବା ପାଇଁ ରାଜି ହେଲେ। ତା'ପରେ ସେ ଶ୍ରମିକମାନଙ୍କୁ ବଗିଗ୍ଭକୁ କାମ କରିବାକୁ ପଠାଇଦେଲେ।


“ଗ୍ଭକର ବାହାରୁଥିବା ସମୟରେ ରାସ୍ତାରେ ସେ ତା'ର ଜଣେ ସଙ୍ଗୀ ଗ୍ଭକରକୁ ଦେଖିଲା। ସେ ଜଣକ ତା'ଠାରୁ ଶହେ ମୁଦ୍ରା ଋଣ କରିଥିଲା। ପ୍ରଥମ ଗ୍ଭକର ଦ୍ୱିତୀୟ ଗ୍ଭକରର ତଣ୍ଟି ଚିପି ଧରି କହିଲା, ‘ମୋ'ଠାରୁ ଯେଉଁ ଋଣ ନେଇଛୁ, ତାହାକୁ ଶୁଝିଦେ।’


ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତରେ ତେଲ ଓ ଅଙ୍ଗୁରରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନେଇଗଲେ। ଚଟିଘରେ ସେ ଆହତ ଲୋକଟିର ଯତ୍ନ ନେଲେ।


ଏହା ପରେ ଯୀଶୁ କହିଲେ, “ଏବେ କୁହ, ଡକାୟତମାନଙ୍କ ହାବୁଡ଼ରେ ପଡ଼ି ଆହତ ହୋଇଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ୟରୁ କିଏ ପ୍ରେମଭାବ ଦେଖାଇଲେ ବୋଲି ତୁମ୍ଭେ ଭାବୁଛ?”


Swiv nou:

Piblisite


Piblisite