ଲୂକ ଲିଖିତ ସୁସମାଚାର 10:4 - ପବିତ୍ର ବାଇବଲ4 ସାଙ୍ଗରେ ଟଙ୍କା, ଥଳି, ଜୋତା କିଛି ହେଲେ ନିଅ ନାହିଁ। ରାସ୍ତାରେ କାହାରି ସହିତ କଥାବାର୍ତ୍ତା ହେବା ପାଇଁ ଅଟକି ଯିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଥଳି, ଝୋଲି ଓ ଯୋତା ନିଅ ନାହିଁ, ପୁଣି ବାଟରେ କାହାକୁ ନମସ୍କାର କର ନାହିଁ। Gade chapit laଓଡିଆ ବାଇବେଲ4 ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)4 ଥଳୀ, ଭିକ୍ଷା ଝୋଲି କିମ୍ବା ପାଦୁକା ନିଅ ନାହିଁ। ବାଟରେ କାହାକୁ ଶୁଭେଚ୍ଛା ଜଣାଇବାକୁ ରୁହ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ। Gade chapit la |