ଲୂକ ଲିଖିତ ସୁସମାଚାର 11:15 - ପବିତ୍ର ବାଇବଲ15 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଯୀଶୁ ଭୂତପତି ବାଆଲ୍ଜିବୂଲ୍ର ଶକ୍ତି ଦ୍ୱାରା ଭୂତ ଛଡ଼ାଉଛନ୍ତି, ଭୂତମାନଙ୍କୁ ତଡ଼ି ଦେବାକୁ ବ୍ୟବହାର କରୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତ ଛଡ଼ାଏ। Gade chapit laଓଡିଆ ବାଇବେଲ15 କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତ ଛଡ଼ାଏ । Gade chapit laପବିତ୍ର ବାଇବଲ (CL) NT (BSI)15 କିନ୍ତୁ କେତେକ କହିଲେ, “ଭୂତମାନଙ୍କ ଅଧିପତି ବାଆଲ୍ଜିବୂଲ୍ର ଶକ୍ତିରେ ସେ ଭୂତ ଛଡ଼ାଉଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତ ଛଡ଼ାଏ। Gade chapit la |