Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:16 - ପବିତ୍ର ବାଇବଲ

16 ଅନ୍ୟ ଲୋକମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ସେମାନେ ଯୀଶୁଙ୍କୁ ସ୍ୱର୍ଗର କୌଣସି ଚିହ୍ନ ଦେଖାଇବାକୁ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ।

Gade chapit la Kopi

ଓଡିଆ ବାଇବେଲ

16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଅନ୍ୟମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ, ଈଶ୍ୱର ଯେ ତାଙ୍କର ସମର୍ଥନକାରୀ, ଏହାର ଚିହ୍ନ ସ୍ୱରୂପ ତାଙ୍କୁ ଗୋଟିଏ ଆଶ୍ଚର୍ଯ୍ୟ କର୍ମ କରିବାକୁ କହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:16
7 Referans Kwoze  

ତେଣୁ ଲୋକମାନେ ପଗ୍ଭରିଲେ, “ତୁମ୍ଭକୁ ଯେ ପରମେଶ୍ୱର ପଠାଇଛନ୍ତି, ଏ କଥା ତୁମ୍ଭେ କେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦ୍ୱାରା ପ୍ରମାଣ କରି ଦେଖାଇବ? ତୁମ୍ଭେ ଯଦି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଆମ୍ଭକୁ କରି ଦେଖାଇବ, ତେବେ ଆମ୍ଭେ ତୁମ୍ଭକୁ ବିଶ୍ୱାସ କରିବୁ। ତୁମ୍ଭେ କ'ଣ କରିବ?


ଯିହୂଦୀୟମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହାନ୍ତି, ଓ ଗ୍ରୀକ୍‌ମାନେ ଜ୍ଞାନ ଗ୍ଭହାନ୍ତି।


ଧୀରେ ଧୀରେ ଭିଡ଼ ବଢ଼ିବାକୁ ଲାଗିଲା। ଯୀଶୁ କହିଲେ, “ବର୍ତ୍ତମାନ ଯୁଗର ଲୋକେ ବଡ଼ ମନ୍ଦ। ସେମାନେ ପରମେଶ୍ୱରଙ୍କଠାରୁ ପ୍ରମାଣ ସ୍ୱରୂପ ଏକ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଛନ୍ତି। କିନ୍ତୁ ଏମାନଙ୍କୁ ଚିହ୍ନ ସ୍ୱରୂପ କୌଣସି ଆଶ୍ଚର୍ଯ୍ୟକର୍ମ ଦେଖାଇ ଦିଆ ଯିବ ନାହିଁ। ଯୂନସଙ୍କ ସମ୍ବନ୍ଧରେ ଘଟିଥିବା ଆଶ୍ଚର୍ଯ୍ୟକର୍ମ ହେଉଛି ଏକମାତ୍ର ଚିହ୍ନ।


ଯିହୂଦୀୟମାନେ ଯୀଶୁଙ୍କୁ ହଇରାଣ କରିବା ପାଇଁ ଏଭଳି ପ୍ରଶ୍ନ ପଗ୍ଭରୁଥିଲେ। ସେମାନେ ଯୀଶୁଙ୍କର ଭୁଲ୍ ଧରିବାକୁ ଗ୍ଭହୁଁଥିଲେ। ତାହାହେଲେ ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ ଆଣିପାରିବେ। କିନ୍ତୁ ଯୀଶୁ ଆଣ୍ଠେଇ ଅଙ୍ଗୁଳି ସାହାଯ୍ୟରେ ଭୂମି ଉପରେ କିଛି ଲେଖିବାରେ ଲାଗିଲେ।


Swiv nou:

Piblisite


Piblisite