ଲୂକ ଲିଖିତ ସୁସମାଚାର 11:21 - ପବିତ୍ର ବାଇବଲ21 “ଯେତେବେଳେ ଜଣେ ଶକ୍ତିଶାଳୀ ଲୋକ ଅନେକ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତେବେଳେ ତା'ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ; Gade chapit laଓଡିଆ ବାଇବେଲ21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ; Gade chapit laପବିତ୍ର ବାଇବଲ (CL) NT (BSI)21 “ଯେତେବେଳେ ଜଣେ ବଳିଷ୍ଠ ଲୋକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ନିଜ ଘର ଜଗେ, ତା’ର ସମସ୍ତ ସମ୍ପତ୍ତି ସୁରକ୍ଷିତ ଥାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ; Gade chapit la |