ଲୂକ ଲିଖିତ ସୁସମାଚାର 11:23 - ପବିତ୍ର ବାଇବଲ23 “ଯେଉଁ ଲୋକ ମୋ’ ସହିତ ନାହିଁ, ସେ ମୋ’ ବିରୁଦ୍ଧରେ ଅଛି, ଯେଉଁ ଲୋକ ମୋ’ ସହିତ କାମ କରୁନି, ସେ ମୋ’ ବିରୁଦ୍ଧରେ କାମ କରୁଛି। Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେ ମୋହର ସପକ୍ଷ ନୁହେଁ, ସେ ମୋର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ। Gade chapit laଓଡିଆ ବାଇବେଲ23 ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋ’ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ । Gade chapit laପବିତ୍ର ବାଇବଲ (CL) NT (BSI)23 “ଯେଉଁ ଲୋକ ମୋର ସପକ୍ଷ ନୁହେଁ, ସେ ପ୍ରକୃତରେ ମୋର ବିପକ୍ଷ; ଯେଉଁ ଲୋକ ସଂଗ୍ରହ କରିବାରେ ମୋତେ ସାହାଯ୍ୟ କରେ ନାହିଁ, ସେ ଛିନ୍ନଭିନ୍ନ କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।” Gade chapit la |