Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:3 - ପବିତ୍ର ବାଇବଲ

3 ଆମ୍ଭେମାନେ ଆବଶ୍ୟକ କରୁଥିବା ଖାଦ୍ୟ ଆମ୍ଭକୁ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।

Gade chapit la Kopi

ଓଡିଆ ବାଇବେଲ

3 ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଆମକୁ ଆବଶ୍ୟକୀୟ ଦୈନିକ ଆହାର ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:3
7 Referans Kwoze  

ଆମ୍ଭର ପ୍ରତିଦିନର ଖାଦ୍ୟ ତୁମ୍ଭେ ଦିଅ।


ଆସନ୍ତାକାଲି ପାଇଁ ଚିନ୍ତା କର ନାହିଁ, କାରଣ ପ୍ରତ୍ୟେକ ଦିନର କୌଣସି ନା କୌଣସି ସମସ୍ୟା ଥାଏ। କାଲିର ଚିନ୍ତା କାଲି ପାଇଁ ଯଥେଷ୍ଟ।


ମୋତେ ସହାୟ ହୁଅ, ମୁଁ ଯେପରି ମିଥ୍ୟା ନ କହେ, ମୋତେ ଅତ୍ୟଧିକ ଧନୀ କି ଅତ୍ୟଧିକ ଗରିବ କର ନାହିଁ। ମୋର ପ୍ରତ୍ୟେକ ଦିନର ଆବଶ୍ୟକତା କେବଳ ପୂରଣ କର।


ସେହି ଲୋକମାନେ ଉଚ୍ଚ ସ୍ଥାନରେ ବାସ କରିବେ। ସେମାନେ ଉଚ୍ଚ ଶୈଳ ନିର୍ମିତ ଦୁର୍ଗରେ ସୁରକ୍ଷିତ ହେବେ। ସେମାନଙ୍କର ଭକ୍ଷ୍ୟ ଓ ଜଳର ଅଭାବ ରହିବ ନାହିଁ।


ସେଠାରେ ଲୋକମାନେ ଥେସଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସେମାନେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସେମାନଙ୍କର କଥା ସତ୍ୟ ନା ମିଥ୍ୟା, ଏହି କଥା ଜାଣିବା ପାଇଁ ସେମାନେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।


Swiv nou:

Piblisite


Piblisite