Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:33 - ପବିତ୍ର ବାଇବଲ

33 “କୌଣସି ଲୋକ ଦୀପଟିଏ ଜଳାଇ ଲୁଗ୍ଭଇ ରଖେ ନାହିଁ କିମ୍ବା ହାଣ୍ଡି ତଳେ ରଖେ ନାହିଁ। ବରଂ ତାହା ରୁଖାଟିଏ ଉପରେ ରଖେ, ଯାହା ଫଳରେ ଭିତରକୁ ଆସୁଥିବା ଲୋକେ ଆଲୁଅ ଦେଖି ପାରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 କେହି ଦୀପ ଜାଳି ଗୁପ୍ତ କୋଠରିରେ କିମ୍ଵା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

33 କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 “କେହି ଦୀପ ଜାଳି ତାକୁ ଲୁଚାଏ ନାହିଁ କିମ୍ବା ଗୋଟିଏ ପାତ୍ର ତଳେ ଘୋଡ଼ାଇ ରଖେ ନାହିଁ; ବରଂ ସେ ତାକୁ ଦୀପରୁଖା ଉପରେ ରଖେ, ଯେପରି ଘର ଭିତରକୁ ଆସିବା ଲୋକେ ଆଲୋକ ଦେଖି ପାରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 “କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:33
7 Referans Kwoze  

ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମୋର ଆସିବାର କାରଣ, ମୋ'ଠାରେ ବିଶ୍ୱାସ ରଖିଥିବା ପ୍ରତ୍ୟେକ ଲୋକ କେବେ ଅନ୍ଧକାରରେ ରହିବ ନାହିଁ।


ଯୀଶୁ ଉତ୍ତର ଦେଲେ, “ଦିନ ମଧ୍ୟରେ ବାରଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନବେଳେ ଗ୍ଭଲିଲେ ସେ ଝୁଣ୍ଟେ ନାହିଁ କି ପଡ଼େ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖି ପାରେ।


ମୁଁ ଗୋପନରେ ତୁମ୍ଭକୁ ଯାହାସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ୟ ଦିବାଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।


Swiv nou:

Piblisite


Piblisite