Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:37 - ପବିତ୍ର ବାଇବଲ

37 ଯୀଶୁ ତାହାଙ୍କ କଥା ଶେଷ କଲାବେଳକୁ ଜଣେ ଫାରୂଶୀ ଯୀଶୁଙ୍କୁ ତାହାଙ୍କ ସାଙ୍ଗରେ ଖାଇବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ଭିତରକୁ ଗଲେ ଓ ଖାଇବା ପାଇଁ ବସି ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।

Gade chapit la Kopi

ଓଡିଆ ବାଇବେଲ

37 ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ଯୀଶୁ ଶିକ୍ଷା ଦେଇ ସାରିବା ପରେ ଜଣେ ଫାରୁଶୀ ତାଙ୍କୁ ତା’ ସହିତ ଭୋଜନ କରିବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ତାଙ୍କ ଘରକୁ ଯାଇ ଭୋଜନ କରିବା ପାଇଁ ବସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:37
5 Referans Kwoze  

ଫାରୂଶୀମାନଙ୍କ ମଧ୍ୟରୁ ଜଣେ ଯୀଶୁଙ୍କୁ ନିଜ ସହିତ ଖାଇବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ସେହି ଫାରୂଶୀଙ୍କ ଘରକୁ ଗଲେ ଓ ଖାଇବା ପାଇଁ ବସିଲେ।


ଗୋଟିଏ ବିଶ୍ରାମବାରରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସେଠାରେ ଥିବା ପ୍ରତ୍ୟେକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ୟ କରୁଥିଲେ।


ଯଦି ତୁମ୍ଭର ସମଗ୍ର ଶରୀର ଆଲୋକରେ ପରିପୂର୍ଣ୍ଣ ଏବଂ ଏହାର କୌଣସି ଅଂଶ ଅନ୍ଧକାରମୟ ନୁହେଁ, ତାହାହେଲେ ଏହା ଆଲୋକରେ ପୂର୍ଣ୍ଣ ରହିବ। ତାହା ତୁମ୍ଭ ଉପରେ ଝଟକୁ ଥିବା ପ୍ରଦୀପ ପରି ହେବ।”


ଯୀଶୁ ଖାଇବାକୁ ଯିବା ପୁର୍ବରୁ ନିଜ ହାତ ନ ଧୋଇଥିବାରୁ ଫାରୂଶୀ ଜଣକ ଆଶ୍ଚର୍ଯ୍ୟ ହୋଇଗଲେ।


Swiv nou:

Piblisite


Piblisite