Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:5 - ପବିତ୍ର ବାଇବଲ

5-6 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମନେକର ତୁମ୍ଭମାନଙ୍କ ଭିତରୁ ଜଣେ କେହି ନିଜ ସାଙ୍ଗ ପାଖକୁ ରାତିରେ ବହୁତ ଡେରିରେ ଯାଇ କହିବ, ‘ମୋର ଅନ୍ୟ ସହରରେ ଜଣେ ବନ୍ଧୁ ମୋତେ ଦେଖା କରିବାକୁ ଆସିଛନ୍ତି। ତାହାଙ୍କୁ ଖାଇବାକୁ ଦେବା ପାଇଁ ମୋ’ ପାଖରେ କିଛି ହେଲେ ନାହିଁ। ଦୟାକରି ମୋତେ ତିନିଖଣ୍ଡ ରୋଟୀ ଦିଅ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ହେ ବନ୍ଧୁ, ମୋତେ ତିନୋଟି ରୋଟୀ ଉଧାର ଦିଅ,

Gade chapit la Kopi

ଓଡିଆ ବାଇବେଲ

5 ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମନେକର, ତୁମ ମଧ୍ୟରୁ ଯଦି ଜଣେ ମଧ୍ୟରାତ୍ରିରେ ବନ୍ଧୁଙ୍କ ଘରକୁ ଯାଇ କହିବ, ‘ବନ୍ଧୁ, ମୋତେ ତିନୋଟି ରୋଟି ଉଧାର ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,

Gade chapit la Kopi




ଲୂକ ଲିଖିତ ସୁସମାଚାର 11:5
3 Referans Kwoze  

ଆମ୍ଭମାନଙ୍କର ପାପଗୁଡ଼ିକ କ୍ଷମା କରିଦିଅ, କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଛନ୍ତି, ଆମ୍ଭେମାନେ ପ୍ରତ୍ୟେକଙ୍କୁ ମଧ୍ୟ କ୍ଷମା ଦେଉଛୁ। ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧ୍ୟରେ ପକାଅ ନାହିଁ।’”


Swiv nou:

Piblisite


Piblisite