ଲୂକ ଲିଖିତ ସୁସମାଚାର 11:54 - ପବିତ୍ର ବାଇବଲ54 କାରଣ ସେମାନେ ଯୀଶୁଙ୍କୁ କିଛି ଭୁଲ୍ କଥା କୁହାଇ ଫାନ୍ଦରେ ପକେଇବାକୁ ବାଟ ଖୋଜୁ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)54 ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପାତି ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ54 ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)54 ସେମାନେ ତାଙ୍କ କଥାର ଛିଦ୍ର ଧରିବା ପାଇଁ ଜଗି ରହିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ। Gade chapit la |
ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ।
ଇସ୍ରାଏଲର ରାଜା ଯେତେବେଳେ ଚିଠିଟି ପାଠ କଲେ ସେ ଦୁଃଖରେ ନିଜର ବସ୍ତ୍ରକୁ ଚିରି କହିଲେ, “ମୁଁ ସଦାପ୍ରଭୁ ଯିଏ ମୃତ ଓ ଜନ୍ମ ଦେବା ମୋର ଅଧୀନରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହେବ ବୋଲି ଅରାମ୍ ରାଜା ମୋ’ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନୟ କରୁଛି, ତୁମ୍ଭେମାନେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।”