Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:10 - ପବିତ୍ର ବାଇବଲ

10 “ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କହୁଥିବା ଲୋକକୁ କ୍ଷମା କରି ଦିଆଯାଇ ପାରେ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କହୁଥିବା ଲୋକକୁ କ୍ଷମା କରାଯାଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଯେକେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 “ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହେ, ତାକୁ କ୍ଷମା ଦିଆଯିବ, କିନ୍ତୁ ଯେ କେହି ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କଥା କହେ, ତାହାକୁ କ୍ଷମା ଦିଆଯିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:10
7 Referans Kwoze  

ଯଦି କେହି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସେହି ପାପ ମୃତ୍ୟୁଜନକ, ତେବେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ୍। ତହିଁରେ ପରମେଶ୍ୱର ସେମାନଙ୍କୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସେମାନଙ୍କୁ ଅନନ୍ତ ମୃତ୍ୟୁ ପାଖକୁ ନେଇ ଯାଇପାରିବ ନାହିଁ। ଏପରି ପାପ ମଧ୍ୟ ଅଛି, ଯାହାର ପରିଣାମ ମୃତ୍ୟୁ ଅଟେ। ମୁଁ ତୁମ୍ଭମାନଙ୍କୁ ସେହିପରି ପାପ ବିଷୟରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।


ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି।


ଯୀଶୁ କହିଲେ, “ହେ ପରମପିତା, ଯେଉଁ ଲୋକମାନେ ମୋତେ ହତ୍ୟା କରୁଛନ୍ତି, ସେମାନଙ୍କୁ କ୍ଷମା କର। କାରଣ ସେମାନେ କ’ଣ କରୁଛନ୍ତି, ତାହା ସେମାନେ ଜାଣନ୍ତି ନାହିଁ।” ସୈନ୍ୟମାନେ ଗୁଲିବାଣ୍ଟ ସାହାଯ୍ୟରେ ଯୀଶୁଙ୍କ ପୋଷାକ ବାଣ୍ଟି ନେଲେ।


Swiv nou:

Piblisite


Piblisite