ଲୂକ ଲିଖିତ ସୁସମାଚାର 12:16 - ପବିତ୍ର ବାଇବଲ16 ତା'ପରେ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: “ଜଣେ ଧନୀ ଲୋକର କେତେକ ଜମି ଥିଲା। ସେହି ଜମିରେ ବହୁତ ଖାଦ୍ୟଶସ୍ୟ ଫଳିଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ, ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା। Gade chapit laଓଡିଆ ବାଇବେଲ16 ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା । Gade chapit laପବିତ୍ର ବାଇବଲ (CL) NT (BSI)16 ତା’ପରେ ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କଥା କହିଲେ, “ଜଣେ ଧନୀ ଲୋକର ଜମିରୁ ଏତେ ଶସ୍ୟ ଉତ୍ପନ୍ନ ହୋଇଥିଲା ଯେ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା। Gade chapit la |