ଲୂକ ଲିଖିତ ସୁସମାଚାର 12:29 - ପବିତ୍ର ବାଇବଲ29 “ତେଣୁ ତୁମ୍ଭେମାନେ କ’ଣ ଖାଇବ, କ’ଣ ପିଇବ ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। ଆଦୌ ବ୍ୟସ୍ତ ହୁଅ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)29 ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ଵା ଚିନ୍ତିତ ହୁଅ ନାହିଁ, Gade chapit laଓଡିଆ ବାଇବେଲ29 ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ, Gade chapit laପବିତ୍ର ବାଇବଲ (CL) NT (BSI)29 “ଅତଏବ ସବୁବେଳେ କ’ଣ ଖାଇବ ଓ କ’ଣ ପିଇବ, ଏ ବିଷୟରେ ବ୍ୟସ୍ତ ହୁଅ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ, Gade chapit la |