Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:30 - ପବିତ୍ର ବାଇବଲ

30 ଏ ପୃଥିବୀରେ ସମସ୍ତେ ସେଗୁଡ଼ିକ ପାଇବା ପାଇଁ ଚେଷ୍ଟା କରୁଛନ୍ତି। ତୁମ୍ଭମାନଙ୍କର ପରମପିତା ଜାଣିଛନ୍ତି ଯେ, ତୁମ୍ଭମାନଙ୍କର ସେଗୁଡ଼ିକ ଦରକାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 କାରଣ ଜଗତର ବିଜାତିମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହିସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ପ୍ରୟୋଜନ, ତାହା ତୁମ୍ଭମାନଙ୍କର ପିତା ଜାଣନ୍ତି।

Gade chapit la Kopi

ଓଡିଆ ବାଇବେଲ

30 କାରଣ ଜଗତର ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ପିତା ଜାଣନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 (କେବଳ ଈଶ୍ୱରଙ୍କୁ ଜାଣି ନ ଥିବା ଲୋକମାନେ ଏହିସବୁ ବିଷୟରେ ବ୍ୟସ୍ତ ହୁଅନ୍ତି) ଏସବୁ ବିଷୟ ଆବଶ୍ୟକ ବୋଲି ତୁମ୍ଭମାନଙ୍କର ପିତା ଜାଣନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:30
13 Referans Kwoze  

ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ଏସବୁ ପଛରେ ଦୌଡ଼ନ୍ତି। କିନ୍ତୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।


ଏଣୁ ତୁମ୍ଭେ ସେମାନଙ୍କ ଭଳି ହୁଅ ନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।


ପ୍ରଭୁଙ୍କ ନାମରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ୱାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସେମାନଙ୍କ ବିଗ୍ଭରର କିଛି ମୂଲ୍ୟ ନାହିଁ।


“ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି।


ଠି‌କ୍‌ ସେହିଭଳି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଏହିଭଳି ଛୋଟ ପିଲାମାନଙ୍କ ମଧ୍ୟରୁ କେହି ଜଣେ ହେଲେ ହଜିଯାଉ ବୋଲି ଗ୍ଭହାନ୍ତି ନାହିଁ।


ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ନିଜ ଶରୀରର ଏପରି ବ୍ୟବହାର କରନ୍ତି।


ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।


ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି?


ଯୀଶୁ ତାହାଙ୍କୁ କହିଲେ, “ମୋତେ ଧର ନାହିଁ। ମୁଁ ଏ ପର୍ଯ୍ୟନ୍ତ ପରମପିତାଙ୍କ ପାଖକୁ ଯାଇ ନାହିଁ। କିନ୍ତୁ ତୁମ୍ଭେ ଯାଇ ମୋର ଭାଇମାନଙ୍କୁ କୁହ ଯେ, ମୁଁ ମୋର ଓ ତୁମ୍ଭର ପରମପିତାଙ୍କ ପାଖକୁ ଫେରିଯାଉଛି। ମୁଁ ମୋର ଓ ତୁମ୍ଭର ପରମେଶ୍ୱରଙ୍କ ପାଖକୁ ଯାଉଅଛି।”


“ସାବଧାନ ରୁହ! ଯେତେବେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କର ନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସେଗୁଡ଼ିକ କର ନାହିଁ। ତାହାହାଲେ ତୁମ୍ଭେ ସ୍ୱର୍ଗରେ ଥିବା ତୁମ୍ଭର ପରମପିତାଙ୍କଠାରୁ ପୁରସ୍କାର ପାଇ ପାରିବ ନାହିଁ।


“ତେଣୁ ତୁମ୍ଭେମାନେ କ’ଣ ଖାଇବ, କ’ଣ ପିଇବ ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। ଆଦୌ ବ୍ୟସ୍ତ ହୁଅ ନାହିଁ।


ବରଂ ତୁମ୍ଭମାନଙ୍କର ଯେଉଁ ବିଷୟଟି ଗ୍ଭହିଁବା ଉଚିତ୍, ତାହା ହେଉଛି ସ୍ୱର୍ଗରାଜ୍ୟ। ତାହାହେଲେ ତୁମ୍ଭେମାନେ ଦରକାର କରୁଥିବା ଏହି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯିବ।


Swiv nou:

Piblisite


Piblisite