ଲୂକ ଲିଖିତ ସୁସମାଚାର 12:33 - ପବିତ୍ର ବାଇବଲ33 ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)33 ତୁମ୍ଭମାନଙ୍କର ଯାହା ଅଛି, ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ଵା କୀଟ ନଷ୍ଟ କରେ ନାହିଁ, ଏପରି ସ୍ଵର୍ଗରେ ଅକ୍ଷୟ ଧନ ସଞ୍ଚୟ କରା, Gade chapit laଓଡିଆ ବାଇବେଲ33 ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର, Gade chapit laପବିତ୍ର ବାଇବଲ (CL) NT (BSI)33 ତୁମ୍ଭମାନଙ୍କ ସମସ୍ତ ସମ୍ପତ୍ତି ବିକ୍ରୟ କରି ଦାନ କରି ଦିଅ। କ୍ଷୟ ହେଉ ନ ଥିବା ଥଳୀ ସଂଗ୍ରହ କର, ଯେଉଁଠାରେ ଚୋର ପ୍ରବେଶ କରେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ସେହି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର, Gade chapit la |
ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ୟଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପେଟ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀୟ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଗ୍ଭହିଦା ପୂରଣ ପାଇଁ ଯଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ଯଥେଷ୍ଟ ନୁହେଁ। ତୁମ୍ଭେମାନେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡ଼େ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁ ନାହଁ, ଯେପରିକି ତୁମ୍ଭ ପକେଟରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।’”