ଲୂକ ଲିଖିତ ସୁସମାଚାର 12:34 - ପବିତ୍ର ବାଇବଲ34 ତୁମ୍ଭମାନଙ୍କର ଧନସମ୍ପତ୍ତି ଯେଉଁଠାରେ ରହିବ, ତୁମ୍ଭମାନଙ୍କ ହୃଦୟ ମଧ୍ୟ ସେହିଠାରେ ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)34 କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ। Gade chapit laଓଡିଆ ବାଇବେଲ34 କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ । Gade chapit laପବିତ୍ର ବାଇବଲ (CL) NT (BSI)34 କାରଣ ଯେଉଁଠାରେ ତୁମର ଧନ, ସେହିଠାରେ ହିଁ ତୁମର ମନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।” Gade chapit la |