Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:40 - ପବିତ୍ର ବାଇବଲ

40 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। କାରଣ ମନୁଷ୍ୟପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭେମାନେ ଆଦୌ ଭାବି ପାରି ନ ଥିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ଦଣ୍ତରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ଦଣ୍ତରେ ମନୁଷ୍ୟପୁତ୍ର ଆସିବେ।

Gade chapit la Kopi

ଓଡିଆ ବାଇବେଲ

40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ଥାଅ, କାରଣ ତୁମେ ତାଙ୍କୁ ଅପେକ୍ଷା କରୁ ନ ଥିବା ସମୟରେ ମନୁଷ୍ୟପୁତ୍ର ଆସିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 12:40
10 Referans Kwoze  

ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ।


ଆସ, ଆମ୍ଭେମାନେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ୱରଙ୍କୁ ଗୌରବ ଦେବା! ଯେହେତୁ ମେଷଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ୟା ନିଜକୁ ପ୍ରସ୍ତୁତ କରି ସାରିଛି; ତେଣୁ ଆମ୍ଭେମାନେ ତାହାଙ୍କୁ ଗୌରବ ଦେବା।


ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ।


“ତେଣୁ ସଦାବେଳେ ଜାଗ୍ରତ ରୁହ, କାରଣ ମନୁଷ୍ୟପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣି ନାହଁ।


ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍।


ଠିକ୍ ସେହିଭଳି ତୁମ୍ଭେ ଜାଗ୍ରତ ରୁହ। କାରଣ ତୁମ୍ଭେ ଯେତେବେଳେ ଆଶା କରୁ ନ ଥିବ, ଠିକ୍ ସେତେକି ବେଳେ ମନୁଷ୍ୟପୁତ୍ର ଆସିଯିବେ।


“ତେଣୁ ସଦାବେଳେ ପ୍ରସ୍ତୁତ ରୁହ। ତୁମ୍ଭର ପ୍ରଭୁ କେଉଁଦିନ ଆସିବେ ତାହା ତୁମ୍ଭେ ଜାଣ ନାହିଁ।


Swiv nou:

Piblisite


Piblisite