ଲୂକ ଲିଖିତ ସୁସମାଚାର 12:43 - ପବିତ୍ର ବାଇବଲ43 ମାଲିକ ଯେବେ ଆସିଲେ ମଧ୍ୟ ଯେଉଁ ସେବକକୁ ସବୁବେଳେ କାମ ତୁଲାଉଥିବାର ଦେଖିବେ, ସେହି ସେବକ ବହୁତ ଖୁସୀ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)43 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। Gade chapit laଓଡିଆ ବାଇବେଲ43 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ । Gade chapit laପବିତ୍ର ବାଇବଲ (CL) NT (BSI)43 ମାଲିକ ଫେରିବା ସମୟରେ ଯଦି ତାକୁ ସେପରି କାର୍ଯ୍ୟ କରୁଥିବା ଦେଖନ୍ତି, ତେବେ ସେହି ଦାସ କେଡ଼େ ଭାଗ୍ୟବାନ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। Gade chapit la |