Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:46 - ପବିତ୍ର ବାଇବଲ

46 ତା'ପରେ ସେହି ସେବକଟିର ମାଲିକ କୌଣସି ଦିନ ଆସି ପହଞ୍ଚି ଯିବେ। ସେତେବେଳେ ସେବକଟି ପ୍ରସ୍ତୁତ ନ ଥିବ। ମାଲିକ ଆସି ଏପରି ହଠାତ୍ ପହଞ୍ଚି ଯିବେ ବୋଲି ସେବକଟି ଭାବି ମଧ୍ୟ ପାରି ନ ଥିବ। ତା'ପରେ ମାଲିକ ସେବକଟିକୁ କଠିନ ଦଣ୍ଡ ଦେବେ ଓ ଅନ୍ୟ ଅବାଧ୍ୟ ଲୋକଙ୍କ ପାଖକୁ ତଡ଼ି ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ତ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ତରେ ତାହାର ପ୍ରଭୁ ଆସିବେ, ପୁଣି ସେ ତାହାକୁ ଦ୍ଵିଖଣ୍ତ କରି ଅବିଶ୍ଵସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ।

Gade chapit la Kopi

ଓଡିଆ ବାଇବେଲ

46 ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ତେବେ ଦିନେ ସେ ଦାସ ତାଙ୍କୁ ଅପେକ୍ଷା କରୁ ନ ଥିବା ସମୟରେ ମାଲିକ ଆସି ତାକୁ ବରଖାସ୍ତ କରିବେ, ସେ ଅବିଶ୍ୱସ୍ତ ଦାସମାନଙ୍କ ଦଶା ଭୋଗିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:46
14 Referans Kwoze  

ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। କାରଣ ମନୁଷ୍ୟପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭେମାନେ ଆଦୌ ଭାବି ପାରି ନ ଥିବ।”


“ଦେଖ! ମୁଁ ଗୋଟିଏ ଗ୍ଭେର ଭଳି ଆସିବି। ଯେ ମୋ’ ଅପେକ୍ଷାରେ ଗ୍ଭହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସେହି ଲୋକ ସୁଖୀ। ତେବେ ତାହାକୁ ଉଲଗ୍ନ ହୋଇ ଗ୍ଭଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।’’


ମାଲିକ ତାକୁ କଠିନ ଶାସ୍ତି ଦେବେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠାରେ ଲୋକମାନେ କାନ୍ଦନ୍ତି ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରନ୍ତି ସେହି ସ୍ଥାନକୁ ପଠାଇଦେବେ।


ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ। ସେ ନିଜର ପ୍ରାଧାନ୍ୟତ୍ୱକୁ ପରିତ୍ୟାଗ କରିବେ ନାହିଁ।


କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି, ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ। ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।


ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।


ସେଥିପାଇଁ ପ୍ରଭୁ ଦୁଷ୍ଟ ଲୋକଙ୍କ ପ୍ରତି ଯାହା କରିବେ, ତାହା ହିଁ ପରମେଶ୍ୱର ଯୋଜନା କରିଛନ୍ତି ତାଙ୍କୁ ଦେବା ପାଇଁ।”


ଗ୍ଭକରଟି ଆଶା କରି ନ ଥିବା ଦିନ ଓ ତାକୁ ଜଣା ନ ଥିବା ସମୟରେ ସେ ମାଲିକ ଆସି ପହଞ୍ଚିବେ।


“କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ।


“ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ।


Swiv nou:

Piblisite


Piblisite