Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:47 - ପବିତ୍ର ବାଇବଲ

47 “ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ଆଉ, ଯେଉଁ ଦାସ ଆପଣା ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ଵା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, ସେ ବହୁତ ପ୍ରହାରରେ ପ୍ରହାରିତ ହେବ;

Gade chapit la Kopi

ଓଡିଆ ବାଇବେଲ

47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 “ଯେଉଁ ଦାସ ନିଜ ମାଲିକଙ୍କ ଇଚ୍ଛା ଜାରି ପ୍ରସ୍ତୁତ ହୋଇ ନ ଥାଏ ଓ ତାଙ୍କ ଇଚ୍ଛା ଅନୁସାରେ କାର୍ଯ୍ୟ କରି ନ ଥାଏ, ସେ ଶାସ୍ତି ସ୍ୱରୂପେ କଠୋରଭାବେ ପ୍ରହାରିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,

Gade chapit la Kopi




ଲୂକ ଲିଖିତ ସୁସମାଚାର 12:47
14 Referans Kwoze  

ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା'ହେଲେ ସେ ପାପ କରିଥାଏ।


ଯୀଶୁ କହିଲେ, “ତୁମ୍ଭେ ଯଦି ପ୍ରକୃତରେ ଅନ୍ଧ ହୋଇଥା'ନ୍ତ, ତେବେ ଦୋଷୀ ବିବେଚିତ ହୁଅନ୍ତ ନାହିଁ। କିନ୍ତୁ ତୁମ୍ଭେ କହୁଛ ଯେ ତୁମ୍ଭେ ଦେଖି ପାରୁଛ, ତେଣୁ ତୁମ୍ଭେ ଦୋଷୀ।”


ଜଣେ ବିଗ୍ଭରକ ଅଛନ୍ତି। ଯିଏ ବିଗ୍ଭର କରିବେ କି, କେଉଁ ଲୋକ ମୋତେ ବିଶ୍ୱାସ କରୁ ନାହିଁ ଓ ମୋ’ କଥା ଗ୍ରହଣ କରୁ ନାହିଁ। ମୁଁ ଯେଉଁ ଉପଦେଶ ଶିକ୍ଷା ଦେଇଛି, ତାହା ଦ୍ୱାରା ସେହି ଲୋକ ଶେଷ ଦିନରେ ବିଗ୍ଭର ହେବ।


ପୂର୍ବରୁ ପରମେଶ୍ୱର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫେରି ଆସିବା ପାଇଁ ଆଦେଶ ଦିଅନ୍ତି।


ଯୀଶୁ ଉତ୍ତର ଦେଲେ, “ମୋ’ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କେବଳ ସେହି କ୍ଷମତା ପରମେଶ୍ୱର ଆପଣଙ୍କୁ ଦେଇଛନ୍ତି। ତେଣୁ ଯିଏ ମୋତେ ଆପଣଙ୍କ ପାଖରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।”


ପିତର ପଗ୍ଭରିଲେ, “ପ୍ରଭୁ! ଏହି ଦୃଷ୍ଟାନ୍ତ ଆପଣ ଆମ୍ଭ ପାଇଁ କହୁଛନ୍ତି ନା ସମସ୍ତଙ୍କ ପାଇଁ?”


ତା'ପରେ ସେହି ସେବକଟିର ମାଲିକ କୌଣସି ଦିନ ଆସି ପହଞ୍ଚି ଯିବେ। ସେତେବେଳେ ସେବକଟି ପ୍ରସ୍ତୁତ ନ ଥିବ। ମାଲିକ ଆସି ଏପରି ହଠାତ୍ ପହଞ୍ଚି ଯିବେ ବୋଲି ସେବକଟି ଭାବି ମଧ୍ୟ ପାରି ନ ଥିବ। ତା'ପରେ ମାଲିକ ସେବକଟିକୁ କଠିନ ଦଣ୍ଡ ଦେବେ ଓ ଅନ୍ୟ ଅବାଧ୍ୟ ଲୋକଙ୍କ ପାଖକୁ ତଡ଼ି ଦେବେ।


Swiv nou:

Piblisite


Piblisite