ଲୂକ ଲିଖିତ ସୁସମାଚାର 12:5 - ପବିତ୍ର ବାଇବଲ5 ତୁମ୍ଭେମାନେ ଯାହାକୁ ଭୟ କରିବା ଉଚିତ୍ ମୁଁ ତୁମ୍ଭମାନଙ୍କୁ ତାହାଙ୍କୁ ଦେଖାଇ ଦେବି। ତୁମ୍ଭମାନଙ୍କୁ ମାରି ସାରି ନର୍କରେ ଫିଙ୍ଗି ଦେବା ଶକ୍ତି ଯାହାର ଅଛି, ତୁମ୍ଭେମାନେ ସେହି ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, କେବଳ ତାହାଙ୍କୁ ଭୟ କର। Gade chapit laପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନରକରେ ନିକ୍ଷେପ କରିବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର। Gade chapit laଓଡିଆ ବାଇବେଲ5 କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର । Gade chapit laପବିତ୍ର ବାଇବଲ (CL) NT (BSI)5 କାହାକୁ ଭୟ କରିବ, ମୁଁ ତୁମ୍ଭମାନଙ୍କୁ ଜଣାଉଛି। ବଧ କରିବା ପରେ ନରକରେ ନିକ୍ଷେପ କରିବାର କ୍ଷମତା ଯାହାର ଅଛି, ତାଙ୍କୁ ଭୟ କର। ମୋ’ କଥାରେ ବିଶ୍ୱାସ କର। କେବଳ ତାଙ୍କୁ ହିଁ ତୁମ୍ଭେମାନେ ଭୟ କରିବା ଉଚିତ୍। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର। Gade chapit la |
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।
ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।