Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:52 - ପବିତ୍ର ବାଇବଲ

52 ଏଣିକି ବର୍ତ୍ତମାନଠାରୁ ଗୋଟିଏ ଘରେ ପାଞ୍ଚ ଜଣ ଲୋକ ଥିଲେ ସେମାନେ ପରସ୍ପରର ବିରୋଧୀ ହୋଇଯିବେ। ତିନି ଜଣ ଦୁଇଜଣଙ୍କ ବିରୁଦ୍ଧରେ ଠିଆ ହେବେ କିମ୍ବା ଦୁଇଜଣ ତିନି ଜଣଙ୍କ ବିରୁଦ୍ଧରେ ଠିଆ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ।

Gade chapit la Kopi

ଓଡିଆ ବାଇବେଲ

52 କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

52 ବର୍ତ୍ତମାନଠାରୁ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ମଧ୍ୟରେ ବିଭେଦ ସୃଷ୍ଟି ହେବ, ତିନି ଜଣ ଦୁଇ ଜଣଙ୍କ ବିରୁଦ୍ଧରେ ଓ ଦୁଇ ଜଣ ତିନି ଜଣଙ୍କ ବିରୁଦ୍ଧରେ ଉଠିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:52
12 Referans Kwoze  

ସେମାନଙ୍କ ମଧ୍ୟରୁ କେତେ ଜଣ ଯିହୂଦୀ ପାଉଲଙ୍କ କଥା ବିଶ୍ୱାସ କଲେ, କିନ୍ତୁ କେତେକ ବିଶ୍ୱାସ କଲେ ନାହିଁ।


ତୁମ୍ଭମାନଙ୍କୁ ଲୋକମାନେ ସେମାନଙ୍କର ସମାଜଗୃହଗୁଡ଼ିକରୁ ବାହାର କରିଦେବେ। ହଁ, ଏପରି ସମୟ ଆସୁଛି ଯେତେବେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ୱାରା ସେମାନେ ପରମେଶ୍ୱରଙ୍କ ସେବା କରୁଛନ୍ତି।


କେତେକ ଫାରୂଶୀମାନେ କହିଲେ, “ଏ ଲୋକ ବିଶ୍ରାମବାରର ନିୟମ ମାନୁ ନାହିଁ। ତେଣୁ ସେ ପରମେଶ୍ୱରଙ୍କ ପାଖରୁ ଆସି ନାହିଁ।” ଅନ୍ୟମାନେ କହିଲେ, “ଜଣେ ପାପୀ କେବେ ଏଭଳି ଆଶ୍ଚର୍ଯ୍ୟ କାର୍ଯ୍ୟ କରି ପାରିବ ନାହିଁ।” ଏହା ଯିହୂଦୀମାନଙ୍କ ମଧ୍ୟରେ ମତଭେଦ ହେଲା।


ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି। କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।


ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଶାନ୍ତି ଦେବା ପାଇଁ ଏ ପୃଥିବୀକୁ ଆସିଛି? ନା, ମୁଁ ପୃଥିବୀକୁ ଭାଗ ଭାଗ କରିଦେବାକୁ ଆସିଛି।


ବାପ ପୁଅର ବିରୋଧୀ, ପୁଅ ବାପର ବିରୋଧୀ, ମା ଝିଅର ବିରୋଧୀ, ଝିଅ ମାର ବିରୋଧୀ, ଶାଶୁ ବୋହୂର ବିରୋଧୀ ଓ ବୋହୂ ଶାଶୁର ବିରୋଧୀ ହୋଇଯିବ।”


Swiv nou:

Piblisite


Piblisite