ଲୂକ ଲିଖିତ ସୁସମାଚାର 12:6 - ପବିତ୍ର ବାଇବଲ6 “ଚଢ଼େଇ ବିକାଯିବା ବେଳେ ପାଞ୍ଚଟା ଚଢ଼େଇଙ୍କର ମୂଲ୍ୟ ଅଳ୍ପ କେତେକ ପଇସା ହୁଏ। ତଥାପି, ପରମେଶ୍ୱର ସେମାନଙ୍କ ମଧ୍ୟରୁ ଗୋଟିକୁ ହେଲେ ଭୁଲି ଯାଆନ୍ତି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ, ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ଈଶ୍ଵରଙ୍କ ଛାମୁରେ ବିସ୍ମୃତ ନୁହେଁ। Gade chapit laଓଡିଆ ବାଇବେଲ6 ପାଞ୍ଚୋଟି ଘରଚଟିଆ କ'ଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ୱର ଭୁଲିଯାଆନ୍ତି ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)6 “ପାଞ୍ଚଟି ଘରଚଟିଆ କ’ଣ ଦୁଇଟି ମୁଦ୍ରାରେ ବିକାଯାଏ ନାହିଁ? ତଥାପି ଈଶ୍ୱର ଗୋଟିଏ ଘରଚଟିଆକୁ ସୁଦ୍ଧା ଭୁଲନ୍ତି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ। Gade chapit la |