ଲୂକ ଲିଖିତ ସୁସମାଚାର 12:8 - ପବିତ୍ର ବାଇବଲ8 “ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କହେ ଯେ ସେ ମୋ'ଠାରେ ବିଶ୍ୱାସ କରୁଛି, ତା'ହେଲେ ମୁଁ ମନୁଷ୍ୟପୁତ୍ର, ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ, ସେହି ଲୋକଟି ମୋର ନିଜର ଲୋକ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଲୋକଙ୍କ ସାକ୍ଷାତରେ ମୋତେ ସ୍ଵୀକାର କରିବ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ଵରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ଵୀକାର କରିବେ; Gade chapit laଓଡିଆ ବାଇବେଲ8 ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ; Gade chapit laପବିତ୍ର ବାଇବଲ (CL) NT (BSI)8 “ମୁଁ ନିଶ୍ଚିତଭାବେ କହୁଛି, ଯେ କେହି ସର୍ବସାକ୍ଷାତରେ ନିଜକୁ ମୋର ଶିଷ୍ୟ ବୋଲି ସ୍ୱୀକାର କରେ, ମନୁଷ୍ୟପୁତ୍ର ଈଶ୍ୱରଙ୍କ ଦୂତମାନଙ୍କ ସମ୍ମୁଖରେ ତାହା ପ୍ରତି ଠିକ୍ ସେହିପରି କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ; Gade chapit la |
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।