ଲୂକ ଲିଖିତ ସୁସମାଚାର 13:15 - ପବିତ୍ର ବାଇବଲ15 ପ୍ରଭୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କପଟୀ। ତୁମ୍ଭେମାନେ ପ୍ରତିଦିନ ଏପରିକି ବିଶ୍ରାମବାରରେ ମଧ୍ୟ ତୁମ୍ଭମାନଙ୍କର କାମ କରୁଥିବା ପଶୁଙ୍କୁ ଖୋଲି ପାଣି ପିଆଇ ଥାଅ। Gade chapit laପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ପ୍ରଭୁ ତାଙ୍କୁ ଉତ୍ତର ଦେଲେ, ରେ କପଟୀ-ମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ଵା ଗଧ ଗୁହାଳରୁ ଫିଟାଇ ଘେନିଯାଇ ପାଣି ପିଆଅ ନାହିଁ? Gade chapit laଓଡିଆ ବାଇବେଲ15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ? Gade chapit laପବିତ୍ର ବାଇବଲ (CL) NT (BSI)15 ପ୍ରଭୁ ତାଙ୍କୁ କହିଲେ, “ହେ ପ୍ରବଞ୍ଚକମାନେ! ତୁମ ଭିତରୁ କେହି କ’ଣ ବିଶ୍ରାମବାରରେ ଗୁହାଳରୁ ବଳଦ ବା ଗଧକୁ ଫିଟାଇ ପାଣି ପିଆଇବାକୁ ବାହାରକୁ ନେଇ ଯାଅ ନାହିଁ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ? Gade chapit la |
ତୁମ୍ଭେ ଯେତେବେଳେ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖି ପାରୁ ନାହିଁ, ସେତେବେଳେ ନିଜ ଭାଇକୁ କିପରି କହି ପାରିବ: ‘ଭାଇ, ଆସ ତୁମ୍ଭ ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରିଦେବି’। ଆରେ କପଟୀ! ଆଗ ନିଜ ଆଖିରେ ପଡ଼ିଥିବା କାଠ ଗୁଣ୍ଡଟି ବାହାର କରିଦିଅ, ତାହାହେଲେ ତୁମ୍ଭେ ସ୍ପଷ୍ଟ ଦେଖି ପାରିବ ଓ ଭାଇର ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରି ପାରିବ।