ଲୂକ ଲିଖିତ ସୁସମାଚାର 13:18 - ପବିତ୍ର ବାଇବଲ18 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟ କିଭଳି? ମୁଁ ଏହାକୁ କାହା ସହିତ ତୁଳନା କରି ପାରିବି? Gade chapit laପବିତ୍ର ବାଇବଲ (Re-edited) - (BSI)18 ସେଥିରେ ସେ କହିଲେ, ଈଶ୍ଵରଙ୍କ ରାଜ୍ୟ କାହା ସଦୃଶ? ପୁଣି, କାହା ସାଙ୍ଗରେ ମୁଁ ତାହାର ତୁଳନା କରିବି? Gade chapit laଓଡିଆ ବାଇବେଲ18 ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟ କାହା ପରି ? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି ? Gade chapit laପବିତ୍ର ବାଇବଲ (CL) NT (BSI)18 ଯୀଶୁ ପଚାରିଲେ, “ଈଶ୍ୱରଙ୍କ ରାଜ୍ୟ କାହା ପରି? ମୁଁ କାହା ସହିତ ତାହାକୁ ତୁଳନା କରିବି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି? Gade chapit la |