Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:27 - ପବିତ୍ର ବାଇବଲ

27 ତା'ପରେ ତୁମ୍ଭମାନଙ୍କୁ କହିବେ, ‘ମୁଁ ତୁମ୍ଭମାନଙ୍କୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ? ତୁମ୍ଭେମାନେ ମନ୍ଦ କାମ କରୁଥିବା ଲୋକ। ମୋ’ ପାଖରୁ ଦୂର ହୁଅ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ।

Gade chapit la Kopi

ଓଡିଆ ବାଇବେଲ

27 ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 କିନ୍ତୁ ସେ ପୁଣି କହିବେ, ‘ମୁଁ ଜାଣେ ନାହିଁ, ତୁମ୍ଭେମାନେ କେଉଁଠାରୁ ଆସିଛ; ହେ ଦୁଷ୍ଟ ଲୋକମାନେ, ମୋ’ଠାରୁ ଦୂର ହୁଅ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:27
15 Referans Kwoze  

“ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି।


ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ। କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି।


ମନ୍ଦ ଲୋକମାନେ, ମୋ’ ନିକଟକୁ ଆସନ୍ତି ନାହିଁ, ଯେପରିକି ମୁଁ ମୋର ପରମେଶ୍ୱରଙ୍କର ଆଜ୍ଞାମାନ ପାଳନ କରି ପାରିବି।


ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତେବେ ତୁମ୍ଭେମାନେ ବାହାରେ ଠିଆ ହୋଇ କବାଟ ବାଡ଼େଇବ। କିନ୍ତୁ ସେ କବାଟ ଖୋଲିବ ନାହିଁ। ତୁମ୍ଭେମାନେ କହିବ, ‘ଆଜ୍ଞା, ଆମ୍ଭ ପାଇଁ ଦ୍ୱାର ଫିଟାନ୍ତୁ।’ କିନ୍ତୁ ଲୋକଟି କହିବ, ‘ମୁଁ ତୁମ୍ଭକୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ?’


କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି, ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।


ସେହି ବାକ୍ୟଗୁଡ଼ିକ ସେହି ମୂଳଦୁଆ ଉପରେ ଲେଖା ହୋଇଛି: “ଯେଉଁମାନେ ପ୍ରଭୁଙ୍କର ଲୋକ, ସେମାନଙ୍କୁ ପ୍ରଭୁ ଜାଣନ୍ତି।” ନିୟମ ଲିଖିତ ଶବ୍ଦଗୁଡ଼ିକ ମଧ୍ୟ ମୂଳଦୁଆ ଉପରେ ଲେଖାଯାଇଛି: “ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ୱାସ କରେ, ସେ ମନ୍ଦ କାମ ନ କରୁ।”


ଯଦିଓ ଇସ୍ରାଏଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସେମାନଙ୍କୁ ସାହାଯ୍ୟ କରିବ ନାହିଁ। ଆମ୍ଭେ ସେମାନଙ୍କଠାରୁ ସେମାନଙ୍କର ପିଲାମାନଙ୍କୁ ନେଇଯିବା। ଆମ୍ଭେ ସେମାନଙ୍କୁ ପରିତ୍ୟାଗ କରିବା। ଫଳରେ ସେମାନଙ୍କର ଦୁଃଖ ବ୍ୟତୀତ ଆଉ କିଛି ରହିବ ନାହିଁ।”


ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦେବି, ପ୍ରତ୍ୟେକ ଦିନ ମୁଁ ଅଧର୍ମାଗ୍ଭରୀ ଲୋକମାନଙ୍କୁ ବିନାଶ କରିବି।


ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ ଜଣେ ବୋଲି ଗଣ ନାହିଁ। ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।


ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ। ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।


କିନ୍ତୁ ଏବେ ତୁମ୍ଭେମାନେ ପ୍ରକୃତ ପରମେଶ୍ୱରଙ୍କ ପରିଚୟ ପାଇଅଛ। ପ୍ରକୃତରେ ପରମେଶ୍ୱରଙ୍କ ଦ୍ୱାରା ପରିଚୟ ପାଇଅଛ। ତେବେ ତୁମ୍ଭେମାନେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ? ତୁମ୍ଭେମାନେ କ’ଣ ପୁଣି ଦାସ ହେବାକୁ ଇଚ୍ଛା କର?


କିନ୍ତୁ ଯିଏ ପରମେଶ୍ୱରଙ୍କୁ ପ୍ରେମ କରେ, ପରମେଶ୍ୱର ତାହାର ପରିଚୟ ନିଅନ୍ତି।


“କିନ୍ତୁ ବର ଉତ୍ତର ଦେଲେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ତୁମ୍ଭକୁ ଚିହ୍ନି ନାହିଁ।’


Swiv nou:

Piblisite


Piblisite