ଲୂକ ଲିଖିତ ସୁସମାଚାର 13:3 - ପବିତ୍ର ବାଇବଲ3 ନା, ସେମାନେ ତାହା ନ ଥିଲେ। କିନ୍ତୁ ତୁମ୍ଭେମାନେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ ତେବେ ତୁମ୍ଭେମାନେ ମଧ୍ୟ ସେହି ଲୋକମାନଙ୍କ ଭଳି ଧ୍ୱଂସ ପାଇଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପ୍ରକାରେ ବିନଷ୍ଟ ହେବ। Gade chapit laଓଡିଆ ବାଇବେଲ3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ । Gade chapit laପବିତ୍ର ବାଇବଲ (CL) NT (BSI)3 କଦାପି ନୁହେଁ! ମୁଁ ତୁମମାନଙ୍କୁ କହୁଛି, ପାପରୁ ମନ ନ ଫେରାଇଲେ ତୁମେ ସମସ୍ତେ ସେମାନଙ୍କ ପରି ମରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ। Gade chapit la |
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।