ଲୂକ ଲିଖିତ ସୁସମାଚାର 13:30 - ପବିତ୍ର ବାଇବଲ30 କେତେକ ଲୋକ ଥିବେ, ଯେଉଁମାନଙ୍କର ଜାଗତିକ ପଦ ମର୍ଯ୍ୟଦା ସବୁଠାରୁ ନିମ୍ନରେ ଅଛି, ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଉଚ୍ଚ ଆସନ ଲାଭ କରିବେ। ଆଉ ଶେଷରେ ଥିବା କେତେକ ଲୋକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଶେଷରେ ରହିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)30 ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ। Gade chapit laଓଡିଆ ବାଇବେଲ30 ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ । Gade chapit laପବିତ୍ର ବାଇବଲ (CL) NT (BSI)30 ବର୍ତ୍ତମାନ ଯେଉଁମାନେ ଶେଷରେ ଅଛନ୍ତି, ସେମାନେ ପ୍ରଥମ ହେବେ ଏବଂ ଯେଉଁମାନେ ପ୍ରଥମରେ ଅଛନ୍ତି, ସେମାନେ ଶେଷରେ ପଡ଼ିଯିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।” Gade chapit la |