ଲୂକ ଲିଖିତ ସୁସମାଚାର 14:1 - ପବିତ୍ର ବାଇବଲ1 ଗୋଟିଏ ବିଶ୍ରାମବାରରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସେଠାରେ ଥିବା ପ୍ରତ୍ୟେକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ୟ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ, ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ। Gade chapit laଓଡିଆ ବାଇବେଲ1 ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ଥରେ ବିଶ୍ରାମବାରରେ ଯୀଶୁ ଜଣେ ନେତୃସ୍ଥାନୀୟ ଫାରୁଶୀ ଘରକୁ ଭୋଜନ କରିବାକୁ ଗଲେ ଏବଂ ଲୋକମାନେ ଯୀଶୁଙ୍କୁ ନିରୀକ୍ଷଣ କରୁଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ। Gade chapit la |
ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ।