ଲୂକ ଲିଖିତ ସୁସମାଚାର 14:19 - ପବିତ୍ର ବାଇବଲ19 ଆଉ ଜଣେ କହିଲା, ‘ମୁଁ ଏବେ ପାଞ୍ଚ ହଳ ବଳଦ କିଣିଛି। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର। Gade chapit laଓଡିଆ ବାଇବେଲ19 ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର । Gade chapit laପବିତ୍ର ବାଇବଲ (CL) NT (BSI)19 ଆଉ ଜଣେ କହିଲା, ‘ମୁଁ ପାଞ୍ଚ ହଳ ବଳଦ କିଣିଛି, ସେମାନଙ୍କୁ ପରଖ କରିବାକୁ ଯାଉଛି, ମୋତେ କ୍ଷମା କର।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର। Gade chapit la |