ଲୂକ ଲିଖିତ ସୁସମାଚାର 14:34 - ପବିତ୍ର ବାଇବଲ34 “ଲୁଣ ଗୋଟିଏ ଭଳ ଜିନିଷ। ଲୁଣ ଯଦି ତା'ର ଲୁଣିଆ ସ୍ୱାଦ ହରାଇବ ସେ, ତେବେ ତା'ର କୌଣସି ମୂଲ୍ୟ ନାହିଁ। ତୁମ୍ଭେମାନେ ପୁଣି ଥରେ ତା'ର ଲୁଣିଆ ସ୍ୱାଦ ଫେରାଇ ଦେଇ ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)34 ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ସ୍ଵାଦଯୁକ୍ତ କରାଯିବ? Gade chapit laଓଡିଆ ବାଇବେଲ34 ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ ? Gade chapit laପବିତ୍ର ବାଇବଲ (CL) NT (BSI)34 “ଲବଣ ଉତ୍ତମ, କିନ୍ତୁ ଯଦି ତା’ର ଲବଣତ୍ୱ ହରାଏ, ତାକୁ ଆଉ କୌଣସି ଉପାୟରେ ଲବଣାକ୍ତ କରି ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 “ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ? Gade chapit la |