Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:12 - ପବିତ୍ର ବାଇବଲ

12 ଦିନେ ସାନପୁଅ ତା’ ବାପାଙ୍କୁ କହିଲା, ‘ବାପା, ତୁମ୍ଭେ ମୋତେ ତୁମ୍ଭର ସବୁ ସମ୍ପତ୍ତିରୁ ମୋ’ ଭାଗତକ ଦେଇଦିଅ।’ ତେଣୁ ତା’ ବାପା ତାହାଙ୍କର ସବୁ ସମ୍ପତ୍ତିକୁ ଦୁଇ ପୁଅଙ୍କ ମଧ୍ୟରେ ବାଣ୍ଟି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋʼ ବାଣ୍ଟରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସର୍ବସ୍ଵ ସେମାନଙ୍କୁ ବାଣ୍ଟିଦେଲେ।

Gade chapit la Kopi

ଓଡିଆ ବାଇବେଲ

12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ । ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସାନ ପୁଅ ବାପାଙ୍କୁ କହିଲା, ‘ବାପା, ମୋ’ ଭାଗ ସମ୍ପତ୍ତି ମୋତେ ଦେଇଦିଅ।’ ତେଣୁ ସେ ଲୋକ ଦୁଇ ପୁଅଙ୍କ ମଧ୍ୟରେ ସମ୍ପତ୍ତି ବାଣ୍ଟି ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:12
7 Referans Kwoze  

କାରଣ ଧନୀ ଲୋକମାନଙ୍କ ପାଖରେ ପ୍ରଚୁର ଅଛି। ସେମାନେ ତାହାଙ୍କର ଦରକାର ନ ଥିବା ବଳକା ଅର୍ଥରୁ ହିଁ ଦାନ ଦେଇଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ୱରୂପ ଦେଇ ଦେଇଛି। ତା'ର ଚଳିବା ପାଇଁ ସେତିକି ମାତ୍ର ସମ୍ବଳ ଥିଲା।”


କିନ୍ତୁ ତୁମ୍ଭର ଏହି ପୁଅଟି ତୁମ୍ଭର ସବୁତକ ସମ୍ପତ୍ତି ବେଶ୍ୟାମାନଙ୍କ ପାଇଁ ନଷ୍ଟ କରି ଦେଇଛି। ତା'ପରେ ସେ ଘରକୁ ଫେରି ଆସିଲା। ଆଉ ତା’ ପାଇଁ ତୁମ୍ଭେ ମୋଟା ବାଛୁରିଟିକୁ ମାରିଲ!’


ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।


ଯୀଶୁ କହିଲେ, “ଜଣେ ଲୋକର ଦୁଇ ପୁଅ ଥିଲେ।


“ଅଳ୍ପ ଦିନ ପରେ ସାନପୁଅ ତା’ ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଗ୍ଭଲିଗଲା। ସେଠାରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡ଼େଇ ଦେଲା।


Swiv nou:

Piblisite


Piblisite