ଲୂକ ଲିଖିତ ସୁସମାଚାର 15:13 - ପବିତ୍ର ବାଇବଲ13 “ଅଳ୍ପ ଦିନ ପରେ ସାନପୁଅ ତା’ ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଗ୍ଭଲିଗଲା। ସେଠାରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡ଼େଇ ଦେଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 ଅଳ୍ପ ଦିନ ଉତ୍ତାରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ କଦାଚାରରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା। Gade chapit laଓଡିଆ ବାଇବେଲ13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା । Gade chapit laପବିତ୍ର ବାଇବଲ (CL) NT (BSI)13 କିଛି ଦିନ ପରେ ସାନ ପୁଅ ତା’ ସମ୍ପତ୍ତିର ଅଂଶ ବିକ୍ରୀ କଲା ଏବଂ ଟଙ୍କା ନେଇ ଘର ଛାଡ଼ି ଦୂର ଦେଶକୁ ଚାଲିଗଲା। ଭ୍ରଷ୍ଟାଚାରୀ ହୋଇ ଟଙ୍କା ଅପବ୍ୟୟ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା। Gade chapit la |
ଏହି ଭଣ୍ଡ ଶିକ୍ଷକମାନେ ଅନେକ ଲୋକଙ୍କୁ ଦୁଃଖ ଦେଇଛନ୍ତି। ଅତଏବ ସେମାନେ ନିଜେ ଦୁଃଖ ପାଇବେ। ସେମାନେ କରିଥିବା କାମର ଏହା ହେଉଛି ପ୍ରତିଦାନ। ଏହି ଭଣ୍ଡ ଶିକ୍ଷକମାନେ ଭାବନ୍ତି ଯେ ସମସ୍ତଙ୍କ ଆଗରେ ଖୋଲାଖୋଲି ଭାବେ ମନ୍ଦ କାମ କରିବା ଗୋଟିଏ ଆନନ୍ଦର ବିଷୟ ଅଟେ। ମନ୍ଦ କାମ କରି ସେମାନେ ଆନନ୍ଦ ଉପଭୋଗ କରନ୍ତି। ତୁମ୍ଭମାନଙ୍କ ସହିତ ଭୋଜି ଉତ୍ସବରେ ସମ୍ମିଳିତ ହେବା ବେଳେ, ସେମାନେ ତୁମ୍ଭ ନିମନ୍ତେ ମଇଳା ଦାଗ ଓ କଳଙ୍କି ଦାଗ ଭଳି ଲଜ୍ଜାର କାରଣ ସ୍ୱରୂପ ଅଟନ୍ତି।