Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:14 - ପବିତ୍ର ବାଇବଲ

14 ସବୁତକ ସାରିଦେଲା ପରେ, ସେହି ଦେଶରେ ଗ୍ଭରିଆଡ଼େ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତାକୁ ଅଭାବ ଭିତରେ ଉପାସରେ ରହିବାକୁ ପଡ଼ିଲା। ତା'ର ଟଙ୍କା ଦରକାର ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କାଳକ୍ରମେ ତା’ର ଟଙ୍କା ସବୁ ଶେଷ ହୋଇଗଲା। ସେହି ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା ଏବଂ ସେ ଘୋର ଅଭାବର ସମ୍ମୁଖୀନ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:14
7 Referans Kwoze  

ତେଣୁ ସଦାପ୍ରଭୁ ସୈନ୍ୟବାହିନୀର ସେନାପତିଙ୍କୁ ଆଣିଲେ, ଯିଏ କି ଅଶୂରର ରାଜାର ସେବା କରୁଥିଲେ ଏବଂ ସେମାନେ ଯିହୁଦାକୁ ଆକ୍ରମଣ କଲେ। ସେହି ସେନାପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସେମାନେ ତାଙ୍କ ଶରୀରରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନେଇଗଲେ।


ତେଣୁ ମୁଁ ମୋର ହସ୍ତ ତୁମ୍ଭ ବିରୁଦ୍ଧରେ ଉଠାଇଲି ଏବଂ ତୁମ୍ଭର ଦେଶର କିଛି ଅଂଶ ନେଇଯାଇଛି। ମୁଁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କର କନ୍ୟାମାନଙ୍କୁ ହସ୍ତାନ୍ତର କରିଛି, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଏବଂ କାମୁକତାରେ ଭାରାକ୍ରାନ୍ତ ହେଲେ।


ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ।


“ଅଳ୍ପ ଦିନ ପରେ ସାନପୁଅ ତା’ ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଗ୍ଭଲିଗଲା। ସେଠାରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡ଼େଇ ଦେଲା।


ତେଣୁ ସେ ସେହି ଦେଶରେ ଗୋଟିଏ ଲୋକ ପାଖକୁ ମୂଲ ଲାଗିବାକୁ ଗଲା, ସେ ଲୋକଟି ତାହାକୁ ତା ପଡ଼ିଆରେ ଘୁଷୁରି ଚରେଇବାକୁ ପଠାଇଲା।


Swiv nou:

Piblisite


Piblisite