Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:15 - ପବିତ୍ର ବାଇବଲ

15 ତେଣୁ ସେ ସେହି ଦେଶରେ ଗୋଟିଏ ଲୋକ ପାଖକୁ ମୂଲ ଲାଗିବାକୁ ଗଲା, ସେ ଲୋକଟି ତାହାକୁ ତା ପଡ଼ିଆରେ ଘୁଷୁରି ଚରେଇବାକୁ ପଠାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା କ୍ଷେତକୁ ପଠାଇଲେ;

Gade chapit la Kopi

ଓଡିଆ ବାଇବେଲ

15 ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା ପଡ଼ିଆକୁ ପଠାଇଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତେଣୁ ସେ ସେଠାକାର ଜଣକ ଘରେ କାମ କଲା। ସେ ତାକୁ ଘୁଷୁରି ଜଗିବାକୁ କ୍ଷେତକୁ ପଠାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା ପଡ଼ିଆକୁ ପଠାଇଲେ;

Gade chapit la Kopi




ଲୂକ ଲିଖିତ ସୁସମାଚାର 15:15
27 Referans Kwoze  

ଅତୀତରେ ଆମ୍ଭେ ମଧ୍ୟ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ୍ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଈର୍ଷାଳୁ ଓ ଦ୍ୱେଷପୂର୍ଣ୍ଣ ଜୀବନଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।


ପରମେଶ୍ୱର କୁହନ୍ତି, “ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଗ୍ଭଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦେଲୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭେମାନେ ମୋ’ ବିରୁଦ୍ଧରେ ବିଦ୍ରୋହ କରି ଗ୍ଭଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦୟ ପୀଡ଼ିତ।


“ତୁମ୍ଭେମାନେ ଆମ୍ଭର ପଥ ଅନୁସରଣ କରି ନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ୱାରା ପକ୍ଷପାତିତା ଦେଖାଇଛ। ତେଣୁ ସମସ୍ତ ଲୋକମାନଙ୍କ ଆଗରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।”


ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।


କିନ୍ତୁ ଏବେ ତୁମ୍ଭେମାନେ ପାପରୁ ମୁକ୍ତ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କର ଦାସ ଓ ଏହା କେବଳ ପରମେଶ୍ୱରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦେବ। ତା'ପରେ ତୁମ୍ଭେମାନେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ।


“ଅଳ୍ପ ଦିନ ପରେ ସାନପୁଅ ତା’ ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଗ୍ଭଲିଗଲା। ସେଠାରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡ଼େଇ ଦେଲା।


ଆମ୍ଭେ କୁତ୍ସିତ ପଦାର୍ଥ ତୁମ୍ଭ ଉପରକୁ ପକାଇବା, ତୁମ୍ଭକୁ ଘୃଣାପୂର୍ଣ୍ଣ ଭାବେ ଆମ୍ଭେ ବ୍ୟବହାର କରିବା। ତୁମ୍ଭକୁ ଲୋକମାନେ ଦେଖି ଉପହାସ କରିବେ।


ତୁମ୍ଭେ ଯାହାସବୁ କରିଅଛ, ଯେତେବେଳେ ମୁଁ ସେସବୁକୁ ସଂଶୋଧନ କରି ଦେବି। ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।


ତେଣୁ ବର୍ତ୍ତମାନ ତୁମ୍ଭର ପାପ ସହିତ ଅପମାନକୁ ମଧ୍ୟ ବହନ କର। ଯେଉଁଗୁଡ଼ାକ ସେମାନଙ୍କର ଅପେକ୍ଷା ଅଧିକ। ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କିଛି କ୍ଷମା କଲ ଯେଉଁମାନେ କି ତୁମ୍ଭ ଅପେକ୍ଷା ବେଶୀ ଧାର୍ମିକ ଥିଲେ। ତେଣୁ ବର୍ତ୍ତମାନ ତୁମ୍ଭକୁ ଧିକ୍। ତୁମ୍ଭର ଭଉଣୀମାନଙ୍କୁ ନ୍ୟାୟ ଦେବା ସକାଶେ ଅପମାନ ବହନ କର।”


ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କୃଦ୍ଧ ହୋଇ ତାହାକୁ ଆଘାତ କଲୁଁ, ଆମ୍ଭେ ନିଜର ମୁଖ ଲୁଗ୍ଭଇ କ୍ରୁଦ୍ଧ ହେଲୁ; ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଗ୍ଭଲିଲା।


ରାଜା ଆହ‌ସଙ୍କ ଦୁଃଖ ସମୟରେ, ସେ ଆହୁରି ପାପ କଲେ ଓ ସଦାପ୍ରଭୁଙ୍କ ପ୍ରତି ଅଧିକ ଅବିଶ୍ୱସ୍ତ ହେଲେ।


ତେଣୁ ମୋଶା ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘କେତେ ଦିନ ତୁମ୍ଭେ ମୋତେ ଅମାନ୍ୟ କରିବ? ମୋର ଲୋକମାନଙ୍କୁ ଯିବାକୁ ଦିଅ ଓ ସେମାନଙ୍କୁ ମୋର ଉପାସନା କରିବାକୁ ଦିଅ।


“କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅ ନାହିଁ, କାରଣ ସେମାନେ ବୁଲି ପଡ଼ି ତୁମ୍ଭକୁ କାମୁଡ଼ି ପାରନ୍ତି। ଘୁଷୁରିମାନଙ୍କ ଆଗରେ ନିଜର ମୋତି ପକାଅ ନାହିଁ, କାରଣ ସେମାନେ ମୋତିକୁ ଗୋଡ଼ରେ ଦଳି ଦେଇ ଗ୍ଭଲିଯିବେ।


ସବୁତକ ସାରିଦେଲା ପରେ, ସେହି ଦେଶରେ ଗ୍ଭରିଆଡ଼େ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତାକୁ ଅଭାବ ଭିତରେ ଉପାସରେ ରହିବାକୁ ପଡ଼ିଲା। ତା'ର ଟଙ୍କା ଦରକାର ପଡ଼ିଲା।


ତାହାକୁ ଏତେ ଭୋକ ଲାଗୁଥିଲା ଯେ ସେ ଘୁଷୁରିମାନେ ଖାଉଥିବା ଖାଦ୍ୟରୁ କିଛି ଖାଇବାକୁ ଇଚ୍ଛା କଲା କିନ୍ତୁ ତାହା ମଧ୍ୟ କେହି ତାହାକୁ ଦେଲେ ନାହିଁ।


Swiv nou:

Piblisite


Piblisite