ଲୂକ ଲିଖିତ ସୁସମାଚାର 15:19 - ପବିତ୍ର ବାଇବଲ19 ମୁଁ ତୁମ୍ଭର ପୁଅ ହେବାର ଯୋଗ୍ୟ ନୁହେଁ। କିନ୍ତୁ ତୁମ୍ଭେ ମୋତେ ଦୟାକରି ତୁମ୍ଭର ଅନ୍ୟ ମୂଲିଆମାନଙ୍କ ଭଳି ରଖ।’ Gade chapit laପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ। Gade chapit laଓଡିଆ ବାଇବେଲ19 ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ । Gade chapit laପବିତ୍ର ବାଇବଲ (CL) NT (BSI)19 ମୁଁ ଆଉ ତୁମର ପୁଅ ହେବାର ଯୋଗ୍ୟ ନୁହେଁ, ମୋତେ ତୁମର ଜଣେ ମୂଲିଆ କରି ରଖ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ। Gade chapit la |